Author: NAZMEEN PARWEEN

କିଛି ଦିନ ହେଲା ସୁନା ଦର ବଢିବାରେ ଲାଗିଛି  । ବିବାହ ଋତୁ ଚାଲିଥିବା ବେଳେ ସୁନା ଦରରେ ଅହେତୁକ ବୃଦ୍ଧି ଗ୍ରାହକଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। କେନ୍ଦ୍ର ସରକାର ବଜେଟ୍ ଘୋଷଣା କରିବା ଓ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କାନାଡା, ମେକ୍ସିକୋ ଓ ଚୀନ୍ ଉପରେ ଶୁଳ୍କ ଲଗାଇବା ପରଠାରୁ ସୁନା ଦରରେ ନିଆଁ ଲାଗିଛି । ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ରେକର୍ଡ ୮୬ହଜାର ୬୭୦ ଟଙ୍କା ହୋଇଛି । ଏହାସହ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୭୯ ହଜାର ୪୫୦ଟଙ୍କା ଛୁଇଁଛି । ଇଣ୍ଟରନ୍ୟାସନାଲ ମାର୍କେଟରେ ଦରବୃଦ୍ଧି ଓଡ଼ିଶା ମାର୍କେଟରେ ପ୍ରଭାବ ପଡିଛି । ଏଭଳି ଦରବୃଦ୍ଧି ହେଲେ ଖୁବଶୀଘ୍ର ସୁନା ଦର ୧ଲକ୍ଷ ଛୁଇଁବ ବୋଲି ଆଶଙ୍କା କରୁଛନ୍ତି ବ୍ୟବସାୟୀ । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୭୯, ୪୫୦ ଟଙ୍କାରେ ପହଞ୍ଚିଥିବା…

Read More