Author: NAZMEEN PARWEEN

PM Surya Ghar Yojana: ଚଳିତ ବର୍ଷ ଜାନୁଆରୀ ୨୪ ତାରିଖ ସୁଦ୍ଧା ରାଜ୍ୟରେ ମାତ୍ର ୧୪୩୩ ଜଣ ଏହି ଯୋଜନାରେ ନିଜ ଘରର ଛାତ ଉପରେ ସୌର ପ୍ୟାନେଲ ଲଗହେବ । ପ୍ରଧାନମନ୍ତ୍ରୀ ସୂର୍ଯ୍ୟ ଘର ମୁକ୍ତ ବିଜୁଳି ଯୋଜନାର ବ୍ୟାପକ ପ୍ରଚାର ପ୍ରସାର ସତ୍ୱେ ଓଡିଶାରେ ବର୍ତ୍ତମାନ ସୁଦ୍ଧା ମାତ୍ର ୧୪୩୩ ଜଣ ଏହି ଯୋଜନାରେ ନିଜ ଘରର ଛାତ ଉପରେ ସୌରଶକ୍ତି ପ୍ରକଳ୍ପ ସ୍ଥାପନ କରିଛନ୍ତି । ଓଡିଶାରେ ଏହି ଯୋଜନାର କାର୍ଯ୍ୟକାରିତା ନେଇ ସଂସଦରେ ନୂତନ ଏବଂ ଅକ୍ଷୟଶକ୍ତି ଏବଂ ଶକ୍ତି ରାଷ୍ଟ୍ରମନ୍ତ୍ରୀ ଶ୍ରୀପଦ ୟଶୋ ନାଏକ ରାଜ୍ୟସଭାରେ ଦେଇଥିବା ଉତ୍ତରରୁ ଏହା ଜଣାପଡିଛି । ବିଜେଡି ସାଂସଦ ନିରଞ୍ଜନ ବିଶିଙ୍କ ଏକ ପ୍ରଶ୍ନର ଉତ୍ତରରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଚଳିତ ବର୍ଷ ଜାନୁଆରୀ ୨୪ ତାରିଖ ସୁଦ୍ଧା ରାଜ୍ୟରେ ମାତ୍ର ୧୪୩୩ ଜଣ ଏହି ଯୋଜନାରେ ନିଜ ଘରର ଛାତ ଉପରେ ସୌର ପ୍ୟାନେଲ ଖଞ୍ଜିଛନ୍ତି…

Read More