Author: NAZMEEN PARWEEN

Sachin Tendulkar: କ୍ରିକେଟର ଭଗବାନ ଭାବରେ ଜଣାଶୁଣା ସଚିନ ତେନ୍ଦୁଲକରଙ୍କୁ ବିସିସିଆଇ ଏକ ବଡ଼ ସମ୍ମାନରେ ସମ୍ମାନିତ କରିବାକୁ ଯାଉଛି। ତାଙ୍କୁ ଖୁବଶୀଘ୍ର ଜୀବନବ୍ୟାପୀ ସାଧନା ପୁରସ୍କାରରେ ସମ୍ମାନିତ କରାଯିବ ବୋଲି ଜଣାପଡ଼ିଛି। କ୍ରିକେଟର ଭଗବାନ ଭାବରେ ଜଣାଶୁଣା ସଚିନ ତେନ୍ଦୁଲକରଙ୍କୁ ବିସିସିଆଇ ଏକ ବଡ଼ ସମ୍ମାନରେ ସମ୍ମାନିତ କରିବାକୁ ଯାଉଛି। ତାଙ୍କୁ ଖୁବଶୀଘ୍ର ଜୀବନବ୍ୟାପୀ ସାଧନା ପୁରସ୍କାରରେ ସମ୍ମାନିତ କରାଯିବ ବୋଲି ଜଣାପଡ଼ିଛି। ଶନିବାର ମୁମ୍ବାଇରେ ବୋର୍ଡର ବାର୍ଷିକ ସମାରୋହରେ ତାଙ୍କୁ ଏହି ସମ୍ମାନଜନକ ପୁରସ୍କାର ପ୍ରଦାନ କରାଯିବ। ଭାରତ ପାଇଁ ୬୬୪ଟି ଅନ୍ତର୍ଜାତୀୟ ମ୍ୟାଚ୍ ଖେଳିଥିବା ୫୧ ବର୍ଷୀୟ ସଚିନ କ୍ରିକେଟ ଇତିହାସରେ ସର୍ବାଧିକ ଟେଷ୍ଟ ଏବଂ ଦିନିକିଆ ରନ୍ ସ୍କୋର କରିବାର ରେକର୍ଡ ରଖିଛନ୍ତି। ଏବେ ତାଙ୍କୁ ୨୦୨୪ ବର୍ଷ ପାଇଁ ସିକେ ନାଇଡୁ ଜୀବନବ୍ୟାପୀ ସାଧନା ପୁରସ୍କାର ମିଳିବ ବୋଲି ଚର୍ଚ୍ଚା ହେଉଛି। ହେଲେ ଏପର୍ଯ୍ୟନ୍ତ ବିସିସିଆଇ ପକ୍ଷରୁ କୌଣସି ଅଧିକାରୀକ ଘୋଷଣା କରାଯାଇନାହିଁ।  ସଚିନ…

Read More