Author: NAZMEEN PARWEEN

ରାଜ୍ୟରେ ଆଜିଠୁ ଦୁଇଦିନିଆ ‘ଉତ୍କର୍ଷ ଓଡ଼ିଶା ମେକ୍ ଇନ୍ ଓଡ଼ିଶା’ ସମ୍ମେଳନ ଜନତା ମଇଦାନରେ ଆୟୋଜନ ହେଉଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଦିନ ୧୦: ୩୫ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚି ଜନତା ମୈଦାନରେ ଆୟୋଜିତ ହୋଇଥିବା କନ୍‌କ୍ଲେଭକୁ ଉଦ୍‌ଘାଟନ କରିବେ । କନ୍‌କ୍ଲେଭ୍‌ର ଲକ୍ଷ୍ୟ ହେଉଛି ଓଡ଼ିଶାକୁ ଏକ ପ୍ରମୁଖ ନିବେଶ ସ୍ଥଳ ଭାବେ ଉପସ୍ଥାପନ କରିବା ଏବଂ ଦେଶବିଦେଶର ନିବେଶକମାନଙ୍କୁ ପୁଞ୍ଜିନିବେଶ ଲାଗି ଆକୃଷ୍ଟ କରିବା । କନ୍‌କ୍ଲେଭ୍‌ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ରହିବେ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ଵିନୀ ବୈଷ୍ଣବ ଓ ଜୁଏଲ୍ ଓରାମ୍‌ ମଧ୍ୟ ‌ଭାଗନେବେ । ଏଥିସହ ପ୍ରଥମ ଥର ଲାଗି ମେକ୍ ଇନ ଓଡିଶାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସୁଛନ୍ତି । ୨ ଘଣ୍ଟା ପାଇଁ ସମ୍ମିଳନୀରେ ସାମିଲ ହେବେ ପ୍ରଧାନମନ୍ତ୍ରୀ । ମୋଦିଙ୍କ ଗସ୍ତ ପୂର୍ବରୁ କାରକେଡ୍‌ ରିହର୍ଶାଲ ଶେଷ ହୋଇଛି । ଭୁବନେଶ୍ୱରରେ…

Read More