Author: NAZMEEN PARWEEN

ସୁନା ବଜାରରେ ଲାଗିଲା ନିଆଁ । ହୁ ହୁ ହୋଇ ବଢିଲା ସୁନା ଦର । ବିବାହ ଋତୁରେ ଅହେତୁକ ଭାବେ ସୁନା ଦର ବୃଦ୍ଧି ସାଧାରଣ ଲୋକଙ୍କ ନିଦ ହଜାଇ ଦେଇଛି । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୫ ହଜାର ୫୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୮୨ ହଜାର ୪୨୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୭୫, ୫୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୮୨ , ୪୨୦ ଟଙ୍କା ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୭୫,୫୫୦ ଟଙ୍କା ଓ ୮୨, ୪୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୭୫,୭୦୦ ଟଙ୍କା ଓ ୮୨, ୫୭୦ଟଙ୍କା ରହିଛି । ଦକ୍ଷିଣ…

Read More