Author: NAZMEEN PARWEEN

କୋଣାର୍କରେ ଦୁଇଦିନିଆ ଜାତୀୟ ଖଣି ମନ୍ତ୍ରୀ ସମ୍ମିଳନୀ ।  ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।  କେନ୍ଦ୍ର ଖଣି ମନ୍ତ୍ରଣାଳୟ ଓ ଓଡ଼ିଶା ସରକାରଙ୍କ ମିଳିତ ସହଯୋଗିତାରେ ସମ୍ମିଳନୀର ଆୟୋଜନ କରାଯାଇଛି । ଏଥିରେ ଓଡ଼ିଶା ସମେତ ୧୬ଟି ଖଣି ବହୁଳ ରାଜ୍ୟର ମନ୍ତ୍ରୀମାନେ ଯୋଗ ଦେଇଛନ୍ତି । କେନ୍ଦ୍ର ଖଣିଜ ସମ୍ପଦ ମନ୍ତ୍ରୀ ଜି.କିଶନ ରେଡ୍ଡୀ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ।  ଦେଶବ୍ୟାପୀ ଦକ୍ଷ, ନିରାପଦ ଏବଂ ପରିବେଶ ଅନୁକୂଳ ଖଣି କାର୍ଯ୍ୟ ସୁନିଶ୍ଚିତ କରିବା ପାଇଁ ସହଯୋଗକୁ ପ୍ରୋତ୍ସାହିତ କରିବା ଉପରେ ରହିବ ଫୋକସ୍ । ନିଜ ନିଜ ରାଜ୍ୟ ଖଣି ବିକାଶର ମନ୍ତ୍ର ଦେବେ ଓ ଓଡ଼ିଶା ଠୁ ଅନେକ ଜିନିଷ ଶିଖିବେ । Also read https://purvapaksa.com/karanbir-mehra-became-the-winner-of-bigg-boss-18-and-took-home-a-prize-of-rs-50-lakh-with-the-trophy/ https://purvapaksa.com/karanbir-mehra-became-the-winner-of-bigg-boss-18-and-took-home-a-prize-of-rs-50-lakh-with-the-trophy/

Read More