Author: NAZMEEN PARWEEN

ସୁଭଦ୍ରା ଯୋଜନାକୁ ନେଇ ବଡ଼ ଘୋଷଣା । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ବଡ଼ ଅପଡେଟ ଦେଇଛନ୍ତି । ଚଳିତ ମାସ ଶେଷ ସୁଦ୍ଧା ମିଳିବ ସୁଭଦ୍ରାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ । ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବା ପରେ ମଧ୍ୟ କେୱାଇସି ଅପଡେଟ କଲେ ଯୋଜନାରେ ସାମିଲ ହୋଇ ପାରିବେ ହିତାଧିକାରୀ । କେହି ବି ଜଣେ ଯୋଗ୍ୟ ହିତାଧିକାରୀଙ୍କୁ ବାଦ ଦିଆଯିବନି ବୋଲି ପ୍ରଭାତୀ ପରିଡା କହିଛନ୍ତି । ଏହା ମଧ୍ୟ ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଅପଟ୍ ଆଉଟ ହୋଇଥିବା ୧୭ ହଜାର ମହିଳା ପୁଣିଥରେ ସୁଭଦ୍ରାରେ ମିଶିଛନ୍ତି । ସମୁଦାୟ ୩୧ ହଜାର ଅପଟ ଆଉଟ୍ ହୋଇଥିଲେ । ବର୍ତ୍ତମାନ୧୭ ହଜାର ପୁନଃ ସାମଲ ହୋଇଛନ୍ତି । ବାକି ୧୪ ହଜାର ମହିଳା ଅପଟ୍ ଇନ୍ କରିନପାରନ୍ତି ବୋଲି ସେ କହିଛନ୍ତି । ସେମାନେ ଆୟକର ବର୍ଗର ହୋଇଥାଇପାରନ୍ତି । ବର୍ତ୍ତମାନ ସୁଦ୍ଧା ୨ ଲକ୍ଷ ମହିଳା…

Read More