Author: NAZMEEN PARWEEN

ଆସନ୍ତା ଶିକ୍ଷା ବର୍ଷରୁ ସ୍କୁଲ ସ୍ତରରେ ଲାଗୁ ହେବ ଜାତୀୟ ଶିକ୍ଷାନୀତି ୨୦୨୦ ବା NEP ୨୦୨୦ । ପ୍ରତିକ୍ରିୟା ରଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଏହା ଐତିହାସିକ ପଦକ୍ଷେପ । ଶିକ୍ଷା ସରଳୀକାରଣ ହେବ। FLMର ନିପୁଣ ଓଡ଼ିଶା ଲାଗୁ କରାଯିବ । ପ୍ରାଥମିକ ସ୍ତରରେ ପିଲାମାନେ ଭିତ୍ତିଠିକ ରହିବା ନେଇ ପ୍ରତି ପଞ୍ଚାୟତରେ ଗୋଦାବରୀଶ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ କରିବାକୁ ଯାଉଛନ୍ତି ସରକାର ବୋଲି କହିଛନ୍ତି । ଏହା ମଧ୍ୟ କହିଛନ୍ତି ବିଦ୍ୟାଳୟ ସ୍ତରରେ ଧନ୍ଦାମୂଳକ ଶିକ୍ଷା ବି ଦିଆଯାଉଛି ।  ବିଶେଷ କରି ଓଡ଼ିଆ ଭାଷା କଳା ଓ ସଂସ୍କୃତିକୁ ଏଥିରେ ପ୍ରଚାର ପ୍ରସାର କରାଯାଉଛି । NEP ଲାଗୁ ହେଲେ ଜିରୋ ଡ୍ରପ ଆଉଟ ହେବା ଗୁଣାତ୍ମକ ଶିକ୍ଷା ମିଳିପାରିବ ।  ଏଥିରେ ୧୫୬ କୋଟି ବ୍ୟୟ ବରାଦ ହୋଇଛି । ନବମ ଓ ଏକାଦଶ ଶ୍ରେଣୀରେ ପିଲା ମାନେ…

Read More