Author: NAZMEEN PARWEEN

ଘଉଡାଉଥିବାବେଳେ ଆକ୍ରମଣ । ହାତୀ ଆକ୍ରମଣରେ ଫରେଷ୍ଟ ଗାର୍ଡ ଆହତ ହୋଇଛନ୍ତି । ଦେବଗଡ଼ ରିଆମାଳ ଫରେଷ୍ଟ ରେଞ୍ଜ ସଂଘାପୋଷି ଗାଁରେ ବନ ବିଭାଗ କର୍ମଚାରୀଙ୍କୁ ଆକ୍ରମଣ କରିଛି ଦନ୍ତା । ଗତକାଲି ରାତିରେ ଫରେଷ୍ଟ ଗାର୍ଡ ନାରାୟଣ ସାହୁ ହାତୀ ଘଉଡାଇବା ପାଇଁ ଯାଇଥିବାବେଳେ ଆକ୍ରମଣ କରିଥିଲା। ତାଙ୍କୁ ଗୁରୁତର ଅବସ୍ତାରେ ଉଦ୍ଧାର କରାଯାଇ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସୂଚନା ଅନୁସାରେ ନାରାୟଣ ଏକ ପୋଖରୀକୁ ଶୌଚ ପାଇଁ ଯାଇଥିବା ବେଳେ ହାତୀ ହାବୁଡରେ ପଡିଯାଇଥିଲେ । ଫଳରେ ନାରାୟଣଙ୍କୁ ହାତୀ ତଳେ କଚାଡି ଦେଇଥିଲା । ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ପରେ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ତାଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଗତ ଦୁଇ ଦିନ ତଳେ ହାତୀ ଆକ୍ରମଣରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଥିଲା । ତେବେ…

Read More