Author: NAZMEEN PARWEEN

ଓଡ଼ିଶାରେ ପ୍ରଥମ ଥର ପାଇଁ ଅନୁଷ୍ଠିତ ହେବାକୁ ଯାଉଛି ଆନ୍ତର୍ଜାତୀୟ ଗୁରୁ ପଦ୍ମସମ୍ଭବ ସମାରୋହ । ପ୍ରସିଦ୍ଧ ବୌଦ୍ଧପୀଠ ଉଦୟଗିରି ଠାରେ ଭଗବାନ ବୁଦ୍ଧଙ୍କ ଅବତାର ତଥା ଆନ୍ତର୍ଜାତୀୟ ଗୁରୁ ପଦ୍ମସମ୍ଭବଙ୍କ ଦେହବସାନ ଘଟିଛି । ଏହାର ପ୍ରାମାଣିକ ତଥ୍ୟ ମିଳିବା ପରେ ଓଡ଼ିଶାରେ ପ୍ରଥମ ଥର ପାଇଁ ଗୁରୁ ପଦ୍ମସମ୍ଭବଙ୍କ ସମ୍ପର୍କରେ ଅଧିକ ଜାଣିବା ଏବଂ ଆଲୋଚନା ପାଇଁ ‘ଫାଷ୍ଟ ଗୁରୁ ପଦ୍ମସମ୍ଭବ କନକ୍ଳେଭ’ ଆରମ୍ଭ ହେବ। ଆସନ୍ତା ଜାନୁଆରି ୧୨ତାରିଖ ଠାରୁ ୧୬ତାରିଖ ପର୍ଯ୍ୟନ୍ତ ୫ଦିନ ଧରି ଗୁରୁ ପଦ୍ମସମ୍ଭବ ଅନ୍ତର୍ଜାତୀୟ ସମ୍ମିଳନୀ ଅନୁଷ୍ଠିତ ହେବ। ରାଜ୍ୟ ଓଡ଼ିଆ ଭାଷା, ସଂସ୍କୃତି ଓ ପର୍ଯ୍ୟଟନ ବିଭାଗ ପକ୍ଷରୁ ଆୟୋଜିତ ହେବାକୁ ଥିବା ଏହି ସମ୍ମିଳନୀରେ ଦେଶ ତଥା ଦେଶ ବାହାରୁ ୧୫ ଶହ ବୌଦ୍ଧ ଧର୍ମାବଲମ୍ବୀ ଯୋଗଦେବେ। ଲାଇଟ ଅଫ ବୁଦ୍ଧ ଧର୍ମ ଫାଉଣ୍ଡେସନ ଏବଂ ଉଦୟଗିରି ବୁଦ୍ଧ ମହୋତ୍ସବ ସମିତି ସହାୟତାରେ ଅନୁଷ୍ଠିତ ହେବାକୁ ଥିବା ଏହି…

Read More