Author: NAZMEEN PARWEEN

ପ୍ରାୟ ୫ ମାସ ତଳେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଥିବା ଅରିନ୍ଦମ ଡାକୁଆଙ୍କ ବଦଳି ହୋଇଛି। ତେବେ ତାଙ୍କ ସ୍ଥାନରେ କିଏ ଏହି ପଦ ସମ୍ଭାଳିବେ ସେ ନେଇ କିଛି ସ୍ପଷ୍ଟ ସୂଚନା ମିଳି ପାରିନି। ନୂଆ ବର୍ଷ ଆରମ୍ଭରୁ ପାୱାର କରିଡରରେ ହେଲାଣି ହଲଚଲ। ପ୍ରାୟ ୫ ମାସ ତଳେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଥିବା ଅରିନ୍ଦମ ଡାକୁଆଙ୍କ ବଦଳି ହୋଇଛି। ତେବେ ତାଙ୍କ ସ୍ଥାନରେ କିଏ ଏହି ପଦ ସମ୍ଭାଳିବେ ସେ ନେଇ କିଛି ସ୍ପଷ୍ଟ ସୂଚନା ମିଳି ପାରିନି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ଅରିନ୍ଦମ ଡାକୁଆ ପୌର ପ୍ରଶାସକ ହେଲେ । ତାଙ୍କୁ ପୌର ପ୍ରଶାସକ ଓ ନଗର ଉନ୍ନୟନ ବିଭାଗ ଅତିରିକ୍ତ ସଚିବ ଭାବେ ଦାୟିତ୍ୱ ମିଳିଛି । ଏନବିଏସ୍ ରାଜପୁତ ହେଲେ ସାଧାରଣ ଉଦ୍ୟୋଗ ବିଭାଗ ପ୍ରମୁଖ ସଚିବ । ଟି. ଆଓ ହେଲେ…

Read More