Author: NAZMEEN PARWEEN

କୁମ୍ଭ ମେଳା, ହିନ୍ଦୁ ଧର୍ମର ପରମ୍ପରା ଓ ସଂସ୍କୃତିରେ ଏକ ମହାମେଳା ବା ମହାପର୍ବ । ଏହା ଭାରତ ଉପଖଣ୍ଡର ତ୍ରିବେଣୀ ସଙ୍ଗମଠାରେ ଆୟୋଜିତ ହୁଏ । ପ୍ରତି ୧୨ ବର୍ଷରେ ଥରେ ହୁଏ ଏହି କୁମ୍ଭ ମେଳା । ତେବେ ପ୍ରୟାଗରାଜ ମହାକୁମ୍ଭ ମେଳା ପାଇଁ ଖୁବ ଜୋର ସୋରରେ ପ୍ରସ୍ତୁତି ହୋଇଥାଏ । ତେବେ ଶେଷଥର ୨୦୧୩ ମସିହାରେ ଏହି ମହାକୁମ୍ଭ ମେଳା ଅନୁଷ୍ଠିତ ହେଇଥିବା ବେଳେ ଆସନ୍ତା ଜାନୁୟାରୀ ୧୩ ତାରିଖରେ ପ୍ରୟାଗରାଜଠାରେ ଅନୁଷ୍ଠିତ ହେବ ଏହି ମହାକୁମ୍ଭ ମେଳା । ଧାର୍ମିକ ବିଶ୍ୱାସ ଅନୁଯାୟୀ, ମହାକୁମ୍ଭ ମେଳା ସମୟରେ ସ୍ନାନ କରିବା ଦ୍ୱାରା ସମସ୍ତ ପାପରୁ ମୁକ୍ତି ମିଳିଥାଏ । ପ୍ରତ୍ୟେକ ଥର କୁମ୍ଭ ମେଳା କେବଳ ଚାରୋଟି ପବିତ୍ର ନଦୀ ଏବଂ ଭାରତର ଚାରି ତୀର୍ଥସ୍ଥାନରେ ଆୟୋଜିତ ହୋଇଥାଏ । ପୌରାଣିକ ମତେ ଅମୃତ କଳସ ପାଇଁ ଦେବାସୁରଙ୍କ ମଧ୍ୟରେ ସଂଘର୍ଷ ଚାଲିଥିବା ବେଳେ…

Read More