Author: NAZMEEN PARWEEN

ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ଭୟଙ୍କର ରୋଗ। ଲୁଣ ଏପରି ଏକ ଦ୍ରବ୍ୟ ଯାହା ଦୈନନ୍ଦିନ ପ୍ରତ୍ୟେକ ବ୍ୟକ୍ତିଙ୍କ ରୋଷେଇ ଘରେ ଏହା ବ୍ୟବହାର ହୋଇଥାଏ । ବିନା ଲୁଣରେ କୌଣସି ଖାଦ୍ୟ ଖାଇ ହୁଏନାହିଁ ଏବଂ ଲୁଣ ବିନା କୌଣସି ଖାଦ୍ୟର ସ୍ୱାଦ ମଧ୍ୟ ନଥାଏ । ତେବେ କିଛି ଲୋକ ଅତ୍ୟଧିକ ମାତ୍ରାରେ ଲୁଣ ଖାଇଥାନ୍ତି । ସେମାନଙ୍କ ପକ୍ଷରେ ବିନା ଲୁଣରେ କୌଣସି ଖାଦ୍ୟ ଖାଇବା ଅସମ୍ଭବ ହୋଇଯାଇଥାଏ । ଯଦି ଆପଣ ମାତ୍ରାଧିକ ଲୁଣର ସେବନ କରୁଛନ୍ତି । ତେବେ ଆପଣ ଏବେଠୁ ସାବଧାନ ହୋଇଯାଆନ୍ତୁ । ଏହି ଅଭ୍ୟାସ ଆପଣଙ୍କୁ ବଡ଼ ସମସ୍ୟାରେ ପକାଇପାରେ । ସ୍ୱାସ୍ଥ୍ୟ ବିଶେଷଜ୍ଞମାନଙ୍କ କହିବା ଅନୁସାରେ, ମେଡିକାଲ କ୍ଷେତ୍ରରେ ଲୁଣକୁ ଆବଶ୍ୟକଠାରୁ ଅଧିକ ଖାଇବା ପାଇଁ ମନା କରାଯାଇଥାଏ । କାରଣ ଲୁଣ ସେବନ ଦ୍ୱାରା ଆପଣ ଅନେକ ବଡ଼ ବଡ଼ ରୋଗର ବଶବର୍ତ୍ତୀ ହୋଇଥାନ୍ତି ।…

Read More