Author: NAZMEEN PARWEEN

Negative People: ସବୁ ଲୋକ ସହଜ ନୁହଁନ୍ତି। ଆପଣଙ୍କୁ ଅଡୁଆରେ ପକାଇବାକୁ କିଛି ଲୋକ ସବୁବେଳେ ତୟାର ହୋଇ ଥାଆନ୍ତି। ସେମାନେ ଏଥିରୁ କିଛି ଲାଭ ପାଆନ୍ତି ନାହିଁ, କେବଳ ଆପଣଙ୍କୁ ଅଡୁଆରେ ପକାଇ ସେମାନେ ଆନନ୍ଦ ପାଆନ୍ତି। ଆପଣଙ୍କ ସମୟ ମଧ୍ୟ ନଷ୍ଟ କରନ୍ତି। କିନ୍ତୁ ଆପଣଙ୍କୁ ତ ଏଭଳି ଲୋକଙ୍କ ସହ କାମ କରିବାକୁ ପଡ଼ିବ। ତେଣୁ ଏଭଳି ଲୋକଙ୍କ ସହ ଡିଲ୍ କରିବାକୁ ଏହି ୪ଟି ଉପାୟ ଅବଲମ୍ବନ କରନ୍ତୁ। ଦୈନିକ ଆମେ ଭିନ୍ନ ଭିନ୍ନ ପ୍ରକାର ମଣିଷ  ସଂସ୍ପର୍ଶରେ ଆସନ୍ତି। କିଛି ମଣିଷଙ୍କ ସହ ଭେଟ ହେଲେ ଆମକୁ ଭଲ ଲାଗେ। ସେମାନଙ୍କ ସହ ଜୀବନ ସହଜ ଅନୁଭବ ହୁଏ। କିନ୍ତୁ କିଛି ମଣିଷ ଥାଆନ୍ତି, ଯେଉଁମାନଙ୍କ କଥା ଭାବିଲେ ମନକୁ ଭୟ ଚାଲିଆସେ। ବେଳେବେଳେ ଆମେ ଆଲୋଚନା  ଯଦି କୌଣସି କୃପଣ ଲୋକର ନାଁ ନେଇଗଲେ, ତେବେ ଅନ୍ୟମାନେ କହି ଉଠନ୍ତି, ସକାଳୁ ସକାଳୁ ତା…

Read More