Author: NAZMEEN PARWEEN

ମୋବାଇଲ୍ ଉପଭୋକ୍ତାଙ୍କ ପାଇଁ ବଡ଼ ଆଶ୍ବସ୍ତି । ଟାରିଫ୍ ନିୟମରେ ସଂଶୋଧନ ଆଣିଲା ଟ୍ରାଏ  । ପୁଣି ଚାଲିବ ୧୦ ଟଙ୍କିଆ ରିଚାର୍ଜ କୁପନ୍। ଟେଲିକମ୍ କମ୍ପାନୀମାନଙ୍କୁ ଅତି କମରେ ୧୦ ଟଙ୍କିଆ ଟପ୍ ଅପ୍ ରିଚାର୍ଜ ଭାଉଚର ରଖିବାକୁ ପଡ଼ିବ  ।  ଭଏସ୍ କଲ୍ ଓ ଏସଏମଏସ ପାଇଁ ସ୍ବତନ୍ତ୍ର ପ୍ଲାନ ଆଣିବାକୁ ନିର୍ଦ୍ଦେଶ ଦିଆଯାଇଛି ।  ଏଥିପାଇଁ ସ୍ପେଶାଲ ଟାରିଫ ଭାଉଚର ରହିବ । ଏହାଦ୍ବାରା ଡାଟା ବ୍ୟବହାର କରୁନଥିବା ଗ୍ରାହକ ଉପକୃତ ହୋଇପାରିବେ  । ସେହିପରି ୯୦ ଦିନିଆ ସ୍ପେଶାଲ ରିଚାର୍ଜ କୁପନର ଅବଧି ୩୬୫ ଦିନକୁ ବୃଦ୍ଧି ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । ମୋବାଇଲ୍ ଉପଭୋକ୍ତାଙ୍କ ପାଇଁ ବଡ଼ ଆଶ୍ୱସ୍ତି। ଟାରିଫ୍ ନିୟମରେ ସଂଶୋଧନ ଆଣିଲା TRAI। ପୁଣି ଚାଲିବ ୧୦ ଟଙ୍କିଆ ରିଚାର୍ଜ କୁପନ୍। ଟେଲିକମ୍ କମ୍ପାନୀମାନଙ୍କୁ ଅତି କମରେ ୧୦ ଟଙ୍କିଆ ଟପ୍ ଅପ୍ ରିଚାର୍ଜ ଭାଉଚର ରଖିବାକୁ ପଡ଼ିବ। ଭଏସ୍…

Read More