Author: NAZMEEN PARWEEN

ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ସମ୍ଭାବନା ରହିଛି । ବିଶେଷ କରି କେନ୍ଦ୍ରାପଡା, ଜଗତସିଂହପୁର, ଗଂଜାମ ଓ ଗଜପତି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ଆଲର୍ଟ ଜାରି କରାଯାଇଛି ।ବଙ୍ଗୋପସାଗରରେ ଥିବା ଲଘୁଚାପ ଘନୀଭୂତ ହୋଇ ଅବପାତର ରୂପ ନେଇଛି । ଏହା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଆନ୍ଧ୍ର ଉପକୂଳ ଉପରେ ରହିଛି । ଏହାର ପ୍ରଭାବରେ ରାଜ୍ୟରେ ଗତକାଲିଠୁ ବର୍ଷା ଲାଗି ରହିଛି । ଆଜି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ସମ୍ଭାବନା ରହିଛି । ବିଶେଷ କରି କେନ୍ଦ୍ରାପଡା, ଜଗତସିଂହପୁର, ଗଂଜାମ ଓ ଗଜପତି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ଆଲର୍ଟ ଜାରି କରାଯାଇଛି । ସେହିପରି ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର ଓ ଢେଙ୍କାନାଳରେ ବି ବର୍ଷା ସମ୍ଭାବନା ରହିଛି । ଅନ୍ୟ ସ୍ଥାନରେ ପାଗ ମେଘୁଆ ରହିବା ସହ କୋହଲା…

Read More