Author: NAZMEEN PARWEEN

ଶରୀରକୁ ସୁସ୍ଥ ରଖିବା ପାଇଁ ପ୍ରତିଦିନ କିଛି ଡ୍ରାଏ ଫ୍ରୁଟ୍ସ ଖାଇବା ଉଚିତ । ପିସ୍ତାବାଦାମ ଏକ ଏପରି ଡ୍ରାଏ ଫ୍ରୁଟ ଯାହା ଖାଇବା ପାଇଁ ସ୍ୱାଦିଷ୍ଟ ହେବା ସହ ସ୍ୱାସ୍ଥ୍ୟ ପାଇଁ ମଧ୍ୟ ଅତ୍ୟନ୍ତ ଲାଭଦାୟକ । ପିସ୍ତାବାଦାମରେ ଭରପୂର ମାତ୍ରାରେ ପୋଷକତତ୍ତ୍ୱ ରହିଥାଏ, ଯାହା ଆମ ଶରୀରର ଅନେକ ରୋଗକୁ ଦୂରେଇ ରଖିବାରେ ସାହାଯ୍ୟ କରିଥାଏ । ଏଥିରେ ଆଇରନ୍, ଫାଇବର, କାର୍ବୋହାଇଡ୍ରେଟ୍, ପ୍ରୋଟିନ୍, ଫସଫରସ୍, କ୍ୟାଲସିୟମ୍, ମ୍ୟାଗ୍ନେସିୟମ୍, ଥିଆମାଇନ, ପୋଟାସିୟମ୍, ଭିଟାମିନ୍ ବି ୬, କପର, ଲିନୋଲିକ୍ ଏସିଡ୍, ମୋନୋସାଚୁରେଟେଡ୍ ଫ୍ୟାଟି ଏସିଡ୍ ଇତ୍ୟାଦି ଭରପୂର ମାତ୍ରାରେ ଥାଏ । ପିସ୍ତା ଆମ ଆଖି ପାଇଁ ଖୁବ ଲଭଦାୟୀ ହୋଇଥାଏ । କେବଳ ସେତିକି ନୁହେଁ ଏହା ବ୍ଲଡ ପ୍ରେସର, କୋଲେଷ୍ଟ୍ରଲ ଏବଂ ମୋଟାପା ନିୟନ୍ତ୍ରଣ କରିବାରେ ମଧ୍ୟ ସାହାଯ୍ୟ କରିଥାଏ । ତେବେ ଆସନ୍ତୁ ଜାଣିବା ପିସ୍ତାବାଦାମ ଖାଇବାର ଫାଇଦା । ଡାଇବେଟିସ ପାଇଁ ଲାଭଦାୟକ…

Read More