Author: Aradhana

ଆସନ୍ତା ୨ ଦିନ ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ରହିବ କୁହୁଡ଼ିର ପ୍ରଭାବ । ରାଜ୍ୟରେ ଖସୁଛି ପାରଦ, ବଢୁଛି ଥଣ୍ଡା। ଅଧିକାଂଶ ସହରରେ ପାରଦ ୧୫ ଡିଗ୍ରୀ ସେଲସିୟସ୍ ତଳକୁ ଖସିବା ସମ୍ଭାବନା ରହିଛି । ବିଳମ୍ବରେ ହେଲେ ବି ରାଜ୍ୟରେ ଶୀତ ପ୍ରକୋପ ଧୀରେ ଧୀରେ ବଢୁଛି । ପାଣିପାଗ ବିଭାଗ ପୂର୍ବାନୁମାନ କରିଛି, ଆସନ୍ତା ସପ୍ତାହେ ଯାଏଁ ପାଗରେ କୌଣସି ପରିବର୍ତ୍ତନ ହେବ ନାହିଁ । ମୁଖ୍ୟତଃ ପାଗ ଶୁଖିଲା ରହିବ । ତା’ସହ ବଢ଼ିବ ଶୀତ । ବିଶେଷ କରି ଆଭ୍ୟନ୍ତରୀଣ ଜିଲ୍ଲା ଗୁଡ଼ିକରେ ୯ ଡିଗ୍ରୀ ଯାଏଁ ପାରଦ ରହିପାରେ । ଅଧିକାଂଶ ସହରରେ ପାରଦ ୧୫ ଡିଗ୍ରୀ ସେଲସିୟସ୍ ତଳକୁ ଖସିବା ସମ୍ଭାବନା ରହିଛି । ଏଥିସହ ଆସନ୍ତା ୨ ଦିନ ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ରହିବ କୁହୁଡ଼ିର ପ୍ରଭାବ । ଆଜି ପାଇଁ ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ଗଞ୍ଜାମ, କନ୍ଧମାଳ,…

Read More