Author: Aradhana

ଆଜି ସାରା ଦେଶର ପେଟ୍ରୋଲ ଡିଜେଲର ନୂଆ ମୂଲ୍ୟ ପ୍ରକାଶ ପାଇଛି। ଦେଶର ପ୍ରମୁଖ ସହର ଗୁଡ଼ିକରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଦର ଲୋକଙ୍କ ଚିନ୍ତା ବଢାଇଛି। କିଛି ସ୍ଥାନରେ ଦର ବୃଦ୍ଧି ପାଇଥିବା ବେଳେ ଆଉ କିଛି ସ୍ଥାନରେ ଦର ସ୍ଥିର ରହିଛି। ଆସନ୍ତୁ ଜାଣିବା କେଉଁ ସହରର କେତେ ରହିଛି ଡିଜେଲ-ପେଟ୍ରୋଲ୍ ମୂଲ୍ୟ ? ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ବୃଦ୍ଧି ପାଇ ୧୦୦.୯୭ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨ .୫୫ ପଇସା ରହିଛି । ସେହିପରି ଦେଶର ପ୍ରମୁଖ ସହରରେ ପେଟ୍ରୋଲ ଓ ଡିଜେଲ ଦର ଅପରିବର୍ତ୍ତିତ ରହିଛି । ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୪ ଟଙ୍କା ୭୭ ପଇସା ଓ ଡିଜେଲ ଦର ୮୭ ଟଙ୍କା ୬୭ ପଇସା ହୋଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୩ ଟଙ୍କା ୫୦ ପଇସା ହୋଇଥିବା ବେଳେ…

Read More