Author: Ayesha Debnath

Health Tips: ଆଜିକାଲି ମଣିଷ ଏତେମାତ୍ରାରେ ବ୍ୟସ୍ତ ଯେ, କୌଣସି କାମରେ ଆଉ ସେ ଘଣ୍ଟା ଘଣ୍ଟା ଧରି ସମୟ ଅତିବାହିତ କରିବାକୁ ଇଚ୍ଛା କରୁନାହିଁ । ଏହି ପରିପେକ୍ଷୀରେ ଠିଆ ହୋଇ ଖାଦ୍ୟ ଖାଇବା ଏକ ଅଭ୍ୟାସରେ ପରିଣତ ହେଲାଣି । ଯେଭଳି ଠିଆ ହୋଇ ପାଣି ପିଇବା ଯେପରି ହାନିକାରକ, ସେହିଭଳି ଠିଆ ହୋଇ ମଧ୍ୟ ଖାଇବା ମଧ୍ୟ ପାଚନତନ୍ତ୍ର ପାଇଁ କ୍ଷତିକାରକ ହୋଇଥାଏ । ଯେତେବେଳେ ଆମେ ଠିଆ ହୋଇ ଖାଦ୍ୟ ଖାଇଥାଉ ଏହାର ପରିମାଣ ସ୍ୱରୁପ ଆମେ ଜାଣିପାରୁ ନ ଥାଉ ପେଟ ଭରିଛି କି ନାହିଁ । ଠିଆ ହୋଇ ଖାଇବା ଦ୍ୱାରା ସମୟ କମିଯାଇପାରେ, କିନ୍ତୁ ଏଥିପାଇଁ ଆପଣ ଅନେକ ରୋଗର ଶିକାର ହୋଇପାରନ୍ତି । ଅଧିକ ଭୋକ ଲାଗିଥାଏ ଯେଉଁ ଲୋକମାନେ ଠିଆ ହୋଇ ଖାଦ୍ୟ ଖାଆନ୍ତି ସେମାନଙ୍କୁ ଅଧିକ ଭୋକ କରିଥାଏ । କାରଣ ଖାଦ୍ୟ ଶୀଘ୍ର ହଜମ ହୋଇ…

Read More