Author: Ayesha Debnath

Shani Dev: ଘରେ ରହିଥିବା ସମସ୍ତ ଜିନିଷକୁ ବାସ୍ତୁ ଆନୁସାରେ ସଜାଡ଼ି ରଖିବା ଜରୁରୀ ହୋଇଥାଏ । ଶାସ୍ତ୍ର ଅନୁସାରେ ଅନୁସାରେ ଘରେ ରଖିଥିବା କିଛି ଜିନିଷକୁ ଅଶୁଭ ବୋଲି ଧରାଯାଏ । ଏହି ଜିନିଷ ଘରେ ରହିଲେ ପରିବାରରେ ଅଶାନ୍ତି ଲାଗିରହେ । ବାସ୍ତୁ ଅନୁଯାୟୀ ଘରେ ଜୋତା ଚପଲ ରଖିବାର କିଛି ନିୟମ ରହିଛି । ଏହି ନିୟମ ସବୁକୁ ନଜର ଅନ୍ଦାଜ କଲେ ନାନା ପ୍ରକାର ଆର୍ଥିକ ସମସ୍ୟା ଦେଖାଦେଇଥାଏ । ଆସନ୍ତୁ ଜାଣିବା ଜୋତା ବା ଚପଲକୁ ନେଇ କଣ କହେ ବାସ୍ତୁ । ଜୋତା ଚପଲ ନଷ୍ଟ ହୋଇଗଲେ ଆମେ ନୂଆ କିଣିଥାଉ। କିନ୍ତୁ ବାସ୍ତୁ ଅନୁସାରେ ଜୋତା ଚପଲ ମଧ୍ୟ ଦିନ ଦେଖି କିଣିବା ଉଚିତ। ଅମାବାସ୍ୟା, ମଙ୍ଗଳବାର, ଶନିବାର ଓ ଗ୍ରହଣ ଲାଗିଥିବା ଦିନ ମଧ୍ୟ ଲୋକେ ଜୋତା ଚପଲ କିଣିଥାନ୍ତି। ବାସ୍ତୁ ଅନୁଯାୟୀ ଏହା ବ୍ୟକ୍ତିକୁ କ୍ଷତି ପହଞ୍ଚାଇପାରେ। ସେଥିପାଇଁ…

Read More