Author: Ayesha Debnath

Gold Rate: ଆଗକୁ ଲକ୍ଷେ ଛୁଇଁବ ସୁନା ଦର। ଗ୍ରାହକକୁ ଡରାଉଛି ସୁନା ଦର । ପ୍ରତିଦିନ ସୁନା ଦରରେ ପରିବର୍ତନ ହୋଇଥାଏ । ଆଜି ପୁଣି ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୧୦୫୦ ତାଙ୍କ ବୃଦ୍ଧି ହୋଇଛି ସୁନା ଦରରେ । ଆଜି ୯୭ ହଜାର ଟଙ୍କା ଟପି ଆଉ ଏକ ନୂଆ ରେକର୍ଡ କରିଛି । ଭୁବନେଶ୍ୱର ବଜାରରେ ଆଜି ଖାଣ୍ଟି ସୁନା ବା ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୧୧୪୦ ଟଙ୍କା ବୃଦ୍ଧି ହୋଇଛି। ଏଥି ସହିତ ସୁନା ଦର ୯୭ ହଜାର ୩୧୦ ଟଙ୍କାରେ ପହଞ୍ଚିଛି। ସେହିପରି ଗହଣା ତିଆରି ହେଉଥିବା ୨୨ କ୍ୟାରେଟ ସୁନା ଦାମ ୧୦ ଗ୍ରାମ ପିଛା ୧୦୫୦ ଟଙ୍କା ବଢ଼ି ୮୯ ହଜାର ୨୦୦ ଟଙ୍କା ହୋଇଛି। ସେହିପରି କଟକରେ ଆଜି ଖାଣ୍ଟି ସୁନା ବା ୨୪ କ୍ୟାରେଟ ସୁନା ଦର ୧୦…

Read More