Author: Ayesha Debnath

Gold Rate: ଗ୍ରାହକଙ୍କ ପାଇଁ ଖୁସି ଖବର । ପୁଣି ଶସ୍ତା ହେଲା ସୁନା । ଆଜି ବି କମିଲା ସୁନା ଦର । ଗ୍ରାହକଙ୍କ ପାଇଁ ଚିନ୍ତାର ବିଷୟ ପାଲଟିଛି ସୁନା ଦର ବୃଦ୍ଧି। ଆକାଶ ଛୁଆଁ ହୋଇଛି ଏହାର ଦର । ସୁନା କିଣିବା ପୂର୍ବରୁ 100 ଥର ଭାବୁଛନ୍ତି ଲୋକେ । ହେଲେ ବର୍ତ୍ତମାନ ସୁନା ଦରରେ ଆସିଛି ବଡ଼ ପରିବର୍ତ୍ତନ । ଲଗାତାର ଉପରମୁହାଁ ହେଉଥିବା ସୁନା ଦରରେ ଲାଗିଛି ବ୍ରେକ୍ । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ ଗ୍ରାମ୍ ପିଛା ୮,୨୮୫ ଟଙ୍କା ହୋଇଥିବା ବେଳେ ୮ ଗ୍ରାମ ପିଛା ୬୬,୨୮୦ ଟଙ୍କା ରହିଛି । ୨୪ କ୍ୟାରେଟ୍‌ ସୁନାର ମୂଲ୍ୟ ୧ ଗ୍ରାମ୍ ପିଛା ୯,୦୩୮ ଟଙ୍କା ହୋଇଥିବା ବେଳେ ୮ ଗ୍ରାମ ପିଛା ୭୨,୩୦୪ ଟଙ୍କା ରହିଛି । ତେବେ ଆଜି ରୂପା ଧାତୁ ମୂଲ୍ୟ ଅପରିବର୍ତ୍ତିତ ରହିଛି ।…

Read More