Author: Ayesha Debnath

Weather Update: ପୁଣି ତାଣ୍ଡବ ରଚୁଛି କାଳବୈଶାଖୀ । ୫ ଦିନ ବର୍ଷା ସହ ବର୍ଷିବ କୁଆପଥର । ଘଡ଼ଘଡ଼ି ଓ ବର୍ଷା ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି । ଆସନ୍ତା ୫ ଦିନ ଯାଏ ଘଡ଼ଘଡ଼ି ସହ ପ୍ରବଳ କୁଆପଥର ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ । ଆଜିଠୁ ୩ ଦିନ କାଳବୈଶାଖୀ ସମ୍ଭାବନା । ଆସନ୍ତା ୨୪ ଘଣ୍ଟାରେ ଘଡ଼ଘଡ଼ି ଓ ବର୍ଷା ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି। ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ରାଜ୍ୟରେ ଘଡ଼ଘଡ଼ି ସହ ହାଲୁକା ବର୍ଷା ଓ ପବନ ହେବାର ସମ୍ଭାବନା ରହିଛି। କିଛି ଜିଲ୍ଲାରେ ୩୦ରୁ ୪୦, ଅନ୍ୟ କିଛି ସ୍ଥାନରେ ୪୦ରୁ ୫୦ କିମି ବେଗରେ ପବନ ବୋହିବ। ଆଜି ପାଇଁ ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆଜି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା,…

Read More