Author: Ayesha Debnath

Weather Alert : ଆଗାମୀ ଦିନରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବାର ପୂର୍ବାନୁମାନ କରିଥିବାରୁ ପ୍ରବଳ ଗ୍ରୀଷ୍ମ ଓ ଆର୍ଦ୍ରତାରୁ ମୁକ୍ତି ପାଇବା ପାଇଁ ପ୍ରସ୍ତୁତ ରୁହନ୍ତୁ। ଏପ୍ରିଲ ୫, ୨୦୨୫ ପର୍ଯ୍ୟନ୍ତ କେତେକ ଜିଲ୍ଲାରେ ବଜ୍ରପାତ ସହ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଆଇଏମଡି । ପାଣିପାଗ ପୂର୍ବାନୁମାନ ଏପ୍ରିଲ ୧ରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ମୟୂରଭଞ୍ଜ, କେନ୍ଦୁଝରଗଡ଼, ରାୟଗଡ଼ା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏପ୍ରିଲ୨ରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ବୌଦ୍ଧ, ଅନୁଗୁଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର…

Read More