Author: Ayesha Debnath

Gold Rate: ଦିନକୁ ଦିନ ରେକର୍ଡ ଭାଙ୍ଗୁଛି ସୁନାଦାର । ସୁନା କିଣିବା ପୂର୍ବରୁ ୧୦୦ ଥର ଚିନ୍ତା କରୁଛନ୍ତି ଲୋକେ। ଲକ୍ଷେ ଛୁଇଁଲାଣି ସୁନା ଦର । ଆଜି ପୁଣି ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । କିଣିବା ପୂର୍ବରୁ ଜାଣନ୍ତୁ ଆଜି ଆପଣଙ୍କ ସହରରେ କେତେ ଅଛି ମୂଲ୍ୟ। ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୮୯, ୪୦୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୮୧, ୯୫୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୭୧, ୯୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୮୯, ୪୦୦ ହୋଇଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୮୧, ୯୫୦ ଟଙ୍କା ଓ ୮୯, ୪୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୮୨, ୮୦୦…

Read More