Author: Ayesha Debnath

Gold Rate: ଦିନକୁ ଦିନ ରେକର୍ଡ ଭାଙ୍ଗୁଛି ସୁନାଦାର । ସୁନା କିଣିବା ପୂର୍ବରୁ ୧୦୦ ଥର ଚିନ୍ତା କରୁଛନ୍ତି ଲୋକେ। ଲକ୍ଷେ ଛୁଇଁଲାଣି ସୁନା ଦର । ଆଜି ପୁଣି ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । କିଣିବା ପୂର୍ବରୁ ଜାଣନ୍ତୁ ଆଜି ଆପଣଙ୍କ ସହରରେ କେତେ ଅଛି ମୂଲ୍ୟ। ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୮୯ ହଜାର ୭୮୦ ଟଙ୍କା ହୋଇଛି। ଏହାସହ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୮୨,୩୦୦ ଟଙ୍କା ହୋଇଛି। ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୮୯ ହଜାର ୭୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୮୨ ହଜାର ୩୦୦ ଟଙ୍କାକୁ ପହଞ୍ଚିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୮୨,୩୦୦ ଟଙ୍କା ଓ ୮୯,୭୮୦ ଟଙ୍କା ଥିବା ରେକର୍ଡ…

Read More