Author: Ayesha Debnath

Weather Report: ଆସନ୍ତାକାଲି ପାଇଁ ସାରା ରାଜ୍ୟକୁ ଝଡ଼ବର୍ଷା ପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ତେବେ ୨୩ ତାରିଖ ବେଳକୁ ଝଡବର୍ଷାର ପ୍ରଭାବ ସାମାନ୍ୟ କମିବ । ୩ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ୧୪ ଜିଲ୍ଲାକୁ ଝଡ ପବନ ନେଇ ୟେଲୋ ଆଲର୍ଟ ଜାରି ହୋଇଛି। ତାତିରୁ ମିଳିବ ଆଶ୍ବସ୍ତି । ୨୪ ଯାଏ କାଳବୈଶାଖୀ ଆଶଙ୍କା । ଆଜି ୯ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ବିଜୁଳି ଘଡ଼ଘଡ଼ି ସହ କୁଆପଥର ଓ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାର…

Read More