Author: Ayesha Debnath

Gold Rate: ଦିଅଁକୁ ବଢ଼ିଚାଲିଛି ସୁନା ଦର । ପୁଣିଥରେ ସୁନା ବଜାରରେ ଦେଖା ଦେଇଛି ପରିବର୍ତନ । ଦର ଆସିଛି ପରିବର୍ତ୍ତନ । ରେକର୍ଡ ଭାଙ୍ଗିଲା ସୁନା ଦର । ୯୦ ହଜାର ଛୁଇଁଛି ସୁନା ଦର । ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୦ ହଜାର ୬୬୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୮୩ ହଜାର ୧୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୦ହଜାର ୬୬୦ ଟଙ୍କା ହୋଇଛି । ଏହାସହ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୮୩, ୧୦୦ ଟଙ୍କା ଛୁଇଁଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୮୩,୧୦୦ ଟଙ୍କା ଓ ୯୦,୬୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୮୩, ୨୫୦ ଟଙ୍କା ଓ…

Read More