Author: Ayesha Debnath

Electricity: ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ନେଇଛନ୍ତି ବଡ଼ ପଦକ୍ଷେପ । ମାର୍ଚ୍ଚ ଅଧାରୁ ଗ୍ରୀଷ୍ମ ପ୍ରବାହ ଏତେ ବଢିଲାଣି ଯେ, ବାହାରକୁ ବାହରିବା ବି ମୁସ୍କିଲ ହୋଇପଡ଼ୁଛି । ଆଗକୁ ତାତି ଆହୁରି ବଢିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଉଛି । ରାଜ୍ୟରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ପ୍ରସ୍ତୁତି ସଂପର୍କରେ ଆଜି ମୁଖ୍ୟମନ୍ତ୍ରୀ ସମୀକ୍ଷା କରିଥିଲେ । ରାଜ୍ୟରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ପ୍ରସ୍ତୁତି ସମ୍ପର୍କରେ ଗତକାଲି (ମଙ୍ଗଳବାର) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମୀକ୍ଷା କରିଛନ୍ତି । ପୂର୍ବାହ୍ନ ୧୧ରୁ ଅପରାହ୍ନ ୫ ଓ ରାତି ୯ରୁ ସକାଳ ୬ ପର୍ଯ୍ୟନ୍ତ ବିଦ୍ୟୁତ କାଟ ନକରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଖରା ଦିନେ ବିଦ୍ୟୁତ ଡ୍ରପ ପାଇଁ କାଟ ହେବାର ନଜିର ରହିଛି । ପୂର୍ବାହ୍ନ ୧୧ରୁ ଅପରାହ୍ନ ୫ ଏବଂ ରାତି ୯ରୁ ସକାଳ ୬ ପର୍ଯ୍ୟନ୍ତ ବିଦ୍ୟୁତ କାଟ…

Read More