Author: Ayesha Debnath

Banking Services: ଚଳିତ ମାସ ୨୪ ଏବଂ ୨୫ ତାରିଖରେ ବନ୍ଦ ରହିବ ବ୍ୟାଙ୍କ। ଦୁଇ ଦିନିଆ ବ୍ୟାଙ୍କ୍‌ ଧର୍ମଘଟ ହେବ । ଲଗାତାର ୪ ଦିନ ବନ୍ଦ ରହିବ ବ୍ୟାଙ୍କ୍‌ । ଯଦି ଆପଣଙ୍କର କୌଣସି ବ୍ୟାଙ୍କ ସମ୍ୱନ୍ଧିୟ କାମ ରହିଛି ତେବେ ଶୀଘ୍ର ଶେଷ କରି ନିଅନ୍ତୁ । କାରଣ ୪ ଦିନ ବନ୍ଦ ରହିବ ବ୍ୟାଙ୍କ୍‌ । ମାର୍ଚ୍ଚ ୨୪ ଓ ୨୫ରେ ଦୁଇ ଦିନିଆ ବ୍ୟାଙ୍କ ଧର୍ମଘଟ । ୯ ଦଫା ଦାବୀ ନେଇ ଧର୍ମଘଟ ଡାକରା ଦେଇଛି ୟୁନାଇଟେଡ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିଅନ- UFBU । UFBU ଆହ୍ଵାନରେ ଦେଶର ୯ଟି ବ୍ୟାଙ୍କ ସଂଘ ଏହି ଧର୍ମଘଟରେ ସାମିଲ ହେବାକୁ ନିଷ୍ପତ୍ତି ନେଇଛନ୍ତି । ସୂଚନା ଅନୁଯାୟୀ, ବ୍ୟାଙ୍କ ୟୁନିଅନଗୁଡ଼ିକ ନିୟମିତ ନିଯୁକ୍ତି, ଚୁକ୍ତିଭିତ୍ତିକ କର୍ମଚାରୀଙ୍କୁ ସ୍ଥାୟୀ ନିଯୁକ୍ତି ଏବଂ ବ୍ୟାଙ୍କିଂ କ୍ଷେତ୍ରରେ ପାଞ୍ଚ ଦିନିଆ କାର୍ଯ୍ୟ ସପ୍ତାହ ଭଳି ଦାବି କରୁଛନ୍ତି। ତେବେ…

Read More