Author: Ayesha Debnath

. ବର୍ତ୍ତମାନର ଜିଓ ଉପଭୋକ୍ତା ଏବଂ ନୂତନ ଜିଓ ସିମ୍ ବ୍ୟବହାରକାରୀଙ୍କ ପାଇଁ ସ୍ୱତନ୍ତ୍ର ଅଫର . ଟିଭି / ମୋବାଇଲରେ ୪କେ ଗୁଣବତ୍ତାରେ ୯୦ ଦିନର ମାଗଣା ଜିଓହଟଷ୍ଟାର . ୫୦ ଦିନ ପାଇଁ ମାଗଣା ଜିଓ ଫାଇବର / ଏୟାର ଫାଇବର ଟ୍ରାଏଲ୍ ସଂଯୋଗ Mumbai: ୧୭ ମାର୍ଚ୍ଚ ୨୦୨୫: କ୍ରିକେଟ ପ୍ରେମୀଙ୍କ ପାଇଁ ଖୁସି ଖବର, ଜିଓ ଏହାର ବର୍ତ୍ତମାନର ଏବଂ ନୂତନ ଗ୍ରାହକଙ୍କ ପାଇଁ ଏକ ସ୍ୱତନ୍ତ୍ର ଅଫର ଆଣିଛି। ୨୯୯ ଟଙ୍କା କିମ୍ବା ତା’ଠାରୁ ଅଧିକ ମୂଲ୍ୟର ପ୍ଲାନ୍ ସହିତ ନୂତନ ଜିଓ ସିମ୍ ସଂଯୋଗ ନେଇ କିମ୍ବା ଅତି କମରେ ୨୯୯ ଟଙ୍କା ମୂଲ୍ୟର ପ୍ଲାନ୍ ରିଚାର୍ଜ କରି ଜିଓ ଗ୍ରାହକମାନେ ଜିଓହଟଷ୍ଟାରରେ ମାଗଣାରେ ଆଇପିଏଲ କ୍ରିକେଟ୍ ସିଜିନ୍ ଉପଭୋଗ କରିପାରିବେ। ଏହି ଅସୀମିତ କ୍ରିକେଟ୍ ଅଫରରେ, ଗ୍ରାହକମାନେ ଟିଭି କିମ୍ବା ମୋବାଇଲରେ ୯୦ ଦିନର ମାଗଣା ଜିଓହଟଷ୍ଟାର ସବସ୍କ୍ରିପସନ୍ ପାଇବେ ଏବଂ…

Read More