Author: Ayesha Debnath

Subhadra Yojana: ଆକାଉଣ୍ଟକୁ ଆସିଲା ସୁଭଦ୍ରାର ଦ୍ବିତୀୟ କିସ୍ତି ଟଙ୍କା । ମହିଳା ଦିବସରେ ସମସ୍ତଙ୍କ ମା’ ମାନଙ୍କୁ ବଡ଼ ଭେଟି । ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରାଜ୍ୟ ସରକାର ସୁଭଦ୍ରା ଯୋଜନାର ହିତାଧିକାରୀ ମହିଳାମାନଙ୍କ ଆକାଉଣ୍ଟକୁ ୨ୟ କିସ୍ତି ତାଙ୍କ ପଠାଇଛନ୍ତି । ବ୍ରହ୍ମପୁର ସମାବେଶରେ ସୁଭଦ୍ରାର ୨ୟ କିସ୍ତି ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ କେଭି ସିଂହ, ପ୍ରଭାତୀ ପରିଡ଼ାଙ୍କ ବିଭିନ୍ନ ବିଭାଗର ମନ୍ତ୍ରୀ ଏବଂ ସ୍ଥାନୀୟ ବିଧାୟକମାନେ ଉପସ୍ଥିତ ରହିଥିଲେ। ଆଜିର ଦିନରେ କୋଟିଏ ୬୪ ହଜାର ହିତାଧିକାରୀଙ୍କ ଖାତାକୁ ଗଲା ୫ ହଜାର କୋଟିରୁ ଅଧିକ ଟଙ୍କା ପଠାଯାଇଛି । ତେବେ ଶେଷ ପର୍ଯ୍ୟାୟରେ ସାମିଲ ହୋଇଥିବା ହିତାଧିକାରୀ ମଧ୍ୟ ଏହି ଦ୍ୱିତୀୟ କିସ୍ତି ଟଙ୍କା ପାଇଛନ୍ତି। ସୁଭଦ୍ରା ଯୋଜନାରେ ଅନେକ ମହିଳା ଆପ୍ଲାଏ କରିଥିଲେ ମଧ୍ୟ ସେମାନଙ୍କୁ ଏପର୍ଯ୍ୟନ୍ତ ଟଙ୍କା ମିଳିନାହିଁ । ପଞ୍ଚମ ପର୍ଯ୍ୟାୟରେ…

Read More