Author: Ayesha Debnath

Subhadra Yojana: ’ସୁଭଦ୍ରା’ ପାଇଁ ଆସନ୍ତା ୭ ତାରିଖରେ ପ୍ରତି ଘରେ ଦୀପ ଜାଳିବାକୁ ଅପିଲ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ପ୍ରତି ସୁଭଦ୍ରା ମା’ଙ୍କ ପାଇଁ ଏହା ହେବ ସମ୍ମାନ ବୋଲି ସେ କହିଛନ୍ତି। ଆଜି ହିତାଧିକାରୀଙ୍କ ଖାତାକୁ ଆସିଲା ସୁଭଦ୍ରା ଟଙ୍କା। ୨ ଲକ୍ଷ ୩୦ ହଜାରରୁ ଅଧିକ ହିତାଧିକାରୀ ଏହି ଟଙ୍କା ପାଇଛନ୍ତି। ଦିନକ ପରେ ୮ ତାରିଖରେ ମିଳିବ ସୁଭଦ୍ରାର ଦ୍ୱିତୀୟ କିସ୍ତି ଟଙ୍କା। ବଞ୍ଚିତ ହୋଇଥିବା ମହିଳାଙ୍କ ପାଇଁ ଡୋର୍ ଟୁ ଡୋର୍ ସର୍ଭେ କରିବେ ସରକାର। ଆଜି ମହିଳା, ଶିଶୁ ବିକାଶ ସମ୍ମିଳନୀ କକ୍ଷରୁ ସୁଭଦ୍ରା ଟଙ୍କା ଟ୍ରାନ୍ସଫର କାର୍ୟ୍ୟକ୍ରମରେ ଯୋଗଦେଇ ରାଜ୍ୟର ପ୍ରତି ସୁଭଦ୍ରା ମା’ଙ୍କ ପ୍ରତି ସମ୍ମାନ ପ୍ରଦର୍ଶନ କରିବା ସହ ସେମାନଙ୍କ ପାଇଁ ସ୍ୱତନ୍ତ୍ର ଭାବେ ଗୋଟିଏ ଲେଖାଏଁ ଦୀପ ଜାଳିବାକୁ ପ୍ରତି ମହିଳାଙ୍କୁ ଅପିଲ କରିଛନ୍ତି ପ୍ରଭାତୀ ପରିଡା। ଯାହା ଘରେ ଯେତେଜଣ ସୁଭଦ୍ରା ତାଙ୍କ ଘରେ…

Read More