Author: Ayesha Debnath

Today Gold Price: ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର। ପ୍ରତିଦିନ ସୁନା ଓ ରୂପା ଦର ନିର୍ଦ୍ଧାରଣ କରାଯାଇଥାଏ । କେଉଁ ଦିନ ଦର କମିଥାଏ ତ କେବେ ବଢିଥାଏ ଆଉ ପୁଣି କେବେ ସମାନ ରହିଥାଏ । ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ତେବେ ନଜର ପକାନ୍ତୁ ଆଜି ଭାରତୀୟ ବଜାରରେ କେତେ ରହିଛି ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୮୦,୪୯୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୮୭,୮୧୦ ଟଙ୍କା ରହିଛି । ଏହା ଛଡା ରୁପା ଦରରେ ସାମାନ୍ୟ ବୃଦ୍ଧି ପାଇଛି । ଶୁଦ୍ଧ ରୂପା ୧୦ ଗ୍ରାମ୍ ପିଛା ୧୦୭୦ ଟଙ୍କା ରହିଥିବା ବେଳେ ୧୦୦ ଗ୍ରାମ୍…

Read More