Author: Ayesha Debnath

Weather Report: ବଦଳିଲା ପାଗ । କଲବଲ କରୁଛି ତାତି । ଗରମରେ ଅସ୍ତବ୍ୟସ୍ତ ହେବେ ରାଜ୍ୟବାସୀ । ବର୍ଷା ପରେ ପୁଣି ବଢ଼ିଲା ତାତି । ଟାଣ ଖରାରେ ଅସ୍ତବ୍ୟସ୍ତ ହେଉଛନ୍ତି ରାଜ୍ୟବାସୀ । ଫେବୃଆରି ମାସ ନ ସରୁଣୁ ତାଣ୍ଡବ କରୁଛି ଖରା । ଆସନ୍ତା ୩ ଦିନ ପରେ ୨ରୁ ୪ ଡିଗ୍ରୀ ତାପମାତ୍ରା ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଏହାକୁ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଅନୁମାନ କରାଯାଇଛି । କିଛି ଦିନ ହେବ ରାଜ୍ୟରେ ବର୍ଷା ଯୋଗୁଁ ତାତି କମ ରହିଥିଲା । ଏବେ ବର୍ଷାର ସତର୍କତା ହଟିବା ପରେ ସ୍ୱାଭାବିକ ହୋଇଛି ପାଗ । ଆଗକୁ ବୃଦ୍ଧି ହେବ ତାପମାତ୍ରା । ପୁଣି ଅନୁଭବ ହେବ ଅସମ୍ଭାଳ ତାତି । ସାଧାରଣତଃ ଫେବୃଆରି ମାସରେ ମଧ୍ୟ ଶୀତ ପ୍ରକୋପ ରହିଥାଏ । ତେବେ ଚଳିତ ବର୍ଷ ଏହି ଧାରାରେ ବିରାମ…

Read More