Author: Ayesha Debnath

Weather Report : କମିବ ତାପମାତ୍ରା ବଦଳିବ ପାଗ। ବୃଦ୍ଧି ପାଉଥିବା ତାପମାତ୍ରା ଭିତରେ ହାଲୁକା ବର୍ଷା ଆଣିବ ଆଶ୍ୱସ୍ତି । ଆଜିଠାରୁ ୨୧ ତାରିଖ ଯାଏଁ ରାଜ୍ୟର ଉପକୂଳ ଏବଂ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ଝଡ ବର୍ଷା ସହ କୁଆପଥର ମାଡ ହେବ । ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡି ସହ ପବନର ବେଗ ୪୦ରୁ ୫୦ କିମି ରହିବ । କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏହାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସୂଚନା ଅନୁଯାୟୀ, ଆଗାମୀ ୨୪ ଘଣ୍ଟାରେ ୩ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସାଙ୍ଗକୁ କୁଆପଥର ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ୩ ଜିଲ୍ଲା ହେଉଛି…

Read More