Author: Ayesha Debnath

Jagannatha Temple: ଆସନ୍ତାକାଲି ବନ୍ଦ ରହିବ ଶ୍ରୀ ଜିଉଙ୍କ ଦର୍ଶନ। ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି କୁ ନେଇ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ କରାଯାଇଛି । ଆସନ୍ତାକାଲି ତା ୧୯.୨.୨୦୨୫ ରିଖ, ବୁଧବାର ଫାଲଗୁନ କୃଷ୍ଣ ଷଷ୍ଠୀ ତିଥି। ଏହି ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୫.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ସୂଚନା ଅନୁଯାୟୀ, ବୁଧବାର ଶ୍ରୀମନ୍ଦିରରେ ହେବ ଶ୍ରୀଜୀଉଙ୍କ ଗୁପ୍ତ ନୀତି। ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେଉଥିବା ବେଳେ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ୫ ଘଣ୍ଟା ବନ୍ଦ ରହିବ। ଶ୍ରୀଜିଉଙ୍କ ବନକଲାଗି ନୀତି ଲାଗି ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୫ରୁ ରାତି ୧୦ଟା ପର୍ଯ୍ୟନ୍ତ ୫ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ସଂପନ୍ନ…

Read More