Author: Ayesha Debnath

Saif Ali Khan: ବଲିଉଡ ଅଭିନେତା ସୈଫ ଅଲୀ ଖାନଙ୍କୁ ବୁଧବାର ବିଳମ୍ବିତ ରାତିରେ ଛୁରାମାଡ ହୋଇଥିଲା। ସୈଫଙ୍କୁ ଗୁରୁତର ଅବସ୍ଥାରେ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବୁଧବାର ରାତି ୨.୩୦ରେ ଜଣେ ଅଜଣା ବ୍ୟକ୍ତି ସୈଫଙ୍କ ବାନ୍ଦ୍ରା ସ୍ଥିତ ଘରେ ପ୍ରବେଶ କରିଥିଲେ। ପ୍ରଥମେ ସେ ତାଙ୍କ ଘରୋଇ ସହାୟିକା ସହ ଯୁକ୍ତିତର୍କ କରିଥିଲେ। ସୈଫ ଆସି ଯୁବକଙ୍କୁ ବୁଝାଇବାକୁ ପ୍ରୟାସ କରିଥିବା ବେଳେ ଯୁବକ ଜଣଙ୍କ ତାଙ୍କୁ ଛୁରାମାଡ କରିଥିଲେ। ସୈଫଙ୍କୁ ୬ ଥର ଛୁରାରେ ଆକ୍ରମଣ କରାଯାଇଥିଲା। ଆକ୍ରମଣ ପରେ ଦୁର୍ବୁର୍ତ୍ତ ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିଲା। ଦୁବୃର୍ତ୍ତ କରିଥିଲା ୧ କୋଟି ଡିମାଣ୍ଡ ମୁମ୍ବାଇ ପୋଲିସକୁ ଦିଆଯାଇଥିବା ଏକ ବୟାନରେ ସୈଫ ଅଲି ଖାନଙ୍କ ଘରୋଇ କର୍ମଚାରୀ କହିଛନ୍ତି ଯେ ରାତି ପ୍ରାୟ ୨ଟା ସମୟରେ ଚୋରି କରିବା ଉଦ୍ଦେଶ୍ୟରେ ଦୁବୃର୍ତ୍ତ ସୈଫଙ୍କ ସାନପୁଅ ଜାହାଙ୍ଗୀର ରୁମ୍ ଦେଇ ଘରେ ପଶିଥିଲା । ଏହି…

Read More