Author: Ayesha Debnath

French Fries: ପ୍ରତ୍ୟେକ ଭାରତୀୟ ପସନ୍ଦ ଆଳୁ। ଆଳୁ ବିନା ଖାଇବା ଥାଳି ଖାଲି ଖାଲି ଲାଗେ । ଆଳୁ ଖାଇବାକୁ ଛୋଟରୁ ବଡ଼ ସମସ୍ତେ ପସନ୍ଦ କରନ୍ତି । ସେଥିପାଇଁ ମା’ ମାନେ ସବୁବେଳେ ଆଳୁ ଦେଇ ବିଭିନ୍ନ ପ୍ରକାର ସ୍ୱାଦିଷ୍ଟ ଖାଇବା ତିଆରି କରିଥାନ୍ତି । ସେହିପରି ଆଳୁରେ ପ୍ରସ୍ତୁତ ଫ୍ରେଞ୍ଚ୍ ଫ୍ରାଇସ୍ ଖାଇବାକୁ ତ ଛୋଟପିଲା ଯେମିତି ପାଗଳ । କିନ୍ତୁ ଫ୍ରେଞ୍ଚ୍ ଫ୍ରାଇସକୁ ଲଗାତାର ଖାଇବା ଦ୍ୱାରା ସ୍ୱାସ୍ଥ୍ୟ ଉପରେ ଏହାର ଗଭୀର ପ୍ରଭାବ ପଡ଼େ । ଏହା ଆମେ ନୁହଁ ଆଜ୍ଞା ଡାକ୍ତର କହୁଛନ୍ତି । ‘ଦ ଆମେରିକାନ୍ ଜର୍ଣ୍ଣାଲ୍ ଅଫ୍ କ୍ଲିନିକାଲ୍ ନ୍ୟୁଟ୍ରିସନ୍’ ମୁତାବକ ୪୫୦୦ ଜଣ ଯୁବବର୍ଗଙ୍କ ଉପରେ ଯେତେବେଳେ ଷ୍ଟଡି କରାଗଲା ଏକ ଚକିତ କରିଦେଲା ଭଳି ଖବର ସାମ୍ନାକୁ ଆସିଲା । ରିପୋର୍ଟରେ କୁହାଗଲା କି ଯେଉଁ ଲୋକମାନେ ପ୍ରତି ସପ୍ତାହରେ ଫ୍ରେଞ୍ଚ୍ ଫ୍ରାଇସକୁ ୨ ଥରରୁ ଅଧିକ…

Read More