Author: Site Admin

୪ରେ ଶ୍ରୀଜୀଉଙ୍କ ଦର୍ଶନ ବିଭିନ୍ନ କାର୍ଯ୍ୟକ୍ରମରେ ଦେବେ ଯୋଗ ଯିବେ ଉପରବେଡ଼ା ଘର ଆସନ୍ତା ଡିସେମ୍ବର ୩ତାରିଖରେ ପାଞ୍ଚଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ୩ ତାରିଖ ଅପରାହ୍ଣ ୫ଟା ସମୟରେ ଭୁବନେଶ୍ୱର ବିମାନ ବନ୍ଦରରେ ଓହ୍ଲାଇବେ । ଏହାପରେ ଭୁବନେଶ୍ୱର ନୀଳାଦ୍ରିବିହାରରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ନୂତନ ପ୍ରତିମୂର୍ତ୍ତି ଉନ୍ମୋଚନ କରିବାର କାର୍ଯ୍ୟକ୍ରମ ରହିଛି । ଏହାପରେ ରାଜଭବନ ଫେରି ରାତ୍ରି ଯାପନ କରିବେ । ତାପରଦିନ ୪ ତାରିଖରେ ପୁରୀ ଗସ୍ତରେ ଯିବେ ରାଷ୍ଟ୍ରପତି । ସେଠାରେ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିବା ସହ ପୂଜାପାଠ କରିବେ । ମହାପ୍ରଭୁଙ୍କ ଦର୍ଶନ ସାରି ରାଷ୍ଟ୍ରପତି ପୁରୀରେ ଅବସ୍ଥିତ ଗୋପବନ୍ଧୁ ଆୟୁର୍ବେଦିକ କଲେଜର ହୀରକ ଜୟନ୍ତୀ ଉତ୍ସବରେ ଯୋଗ ଦେବେ । ତାପରେ ପୁରୀ ରାଜଭବନ ଫେରି ମଧ୍ୟାହ୍ନ ଭୋଜନ କରିବେ । ସେଠାରେ ନୌସେନା ପକ୍ଷରୁ ତାଙ୍କୁ ଗାର୍ଡ ଅଫ ଅନର…

Read More