Author: Site Admin

କରିବେ ‘ଦାନା’ କ୍ଷୟକ୍ଷତି ଆକଳନ ବାତ୍ୟା ‘ଦାନା’ ଓ ପରବର୍ତ୍ତୀ ବନ୍ୟା ପରିସ୍ଥିତିଜନିତ କ୍ଷୟକ୍ଷତିର ଆକଳନ ପାଇଁ ଆସନ୍ତା ୨୪ତାରିଖରେ କେନ୍ଦ୍ର ସରକାରଙ୍କ ଆନ୍ତଃମନ୍ତ୍ରଣାଳୟ ଟିମ୍‌ ଓଡିଶା ଆସିବେ । ଏହି ଟିମ୍‌ ୨୭ତାରିଖ ପର୍ଯ୍ୟନ୍ତ ଓଡିଶାରେ ରହି ପ୍ରଭାବିତ ୩ଟି ଜିଲ୍ଲା ଗସ୍ତ କରିବା ସହ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀମାନଙ୍କ ସହ ଆଲୋଚନା କରିବ ବୋଲି ଜଣାପଡିଛି । ଏ ନେଇ ସୂଚନା ଦେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ଯେ, ‘ଦାନା’ କ୍ଷୟକ୍ଷତିର ଆକଳନ ପାଇଁ କେନ୍ଦ୍ରୀୟ ଟିମ୍‌ ୨୪ତାରିଖରେ ଓଡ଼ିଶା ଆସିବେ । ୨୭ତାରିଖ ପର୍ଯ୍ୟନ୍ତ ପ୍ରଭାବିତ ୩ଟି ଜିଲ୍ଲାକୁ ଗସ୍ତ କରି ସ୍ଥିତିର ଅନୁଧ୍ୟାନ କରିବେ । ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟର ଯୁଗ୍ମ ସଚିବ ପିକେ ରାଏଙ୍କ ନେତୃତ୍ୱରେ ୭ଜଣିଆ ଟିମ୍‌ ଓଡିଶା ଆସୁଛନ୍ତି । ସେମାନେ ୨୫ରେ ଭଦ୍ରକ, ବାଲେଶ୍ୱର ଓ କେନ୍ଦ୍ରାପଡା ଯାଇ କ୍ଷୟକ୍ଷତି ଆକଳନ ଓ ସ୍ଥିତି…

Read More