Author: Site Admin

 ଆସନ୍ତା ୨୪ରେ ‘ସୁଭଦ୍ରା’ର ତୃତୀୟ ପର୍ଯ୍ୟାୟ ପ୍ରଥମ କିସ୍ତି ଟଙ୍କା ହିତାଧିକାରୀଙ୍କୁ ମିଳିବ। ପ୍ରାୟ ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଖାତାକୁ ଯିବ ସୁଭଦ୍ରା ଟଙ୍କା । ସୁନ୍ଦରଗଡ଼ ଜିଲ୍ଲାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏହି ଟଙ୍କା ପ୍ରଦାନ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି ।  ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ବିଭିନ୍ନ କାରଣରୁ ୨ ଲକ୍ଷ ୬୭ ହଜାର ଆବେଦନ ଖାରଜ ହୋଇସାରିଥିବା ବେଳେ ବ୍ଲକ ସ୍ତରରେ ଖାରଜ ତାଲିକା ପ୍ରସ୍ତୁତ ହୋଇଛି। ଏହାମଧ୍ୟରେ ବ୍ୟାଙ୍କ, ଆଧାର କାର୍ଡରେ ଥିବା ତ୍ରୁଟି ସଂଶୋଧନ କରିନେଲେ ସେମାନଙ୍କୁ ଏହି ପର୍ଯ୍ୟାୟରେ ସାମିଲ କରାଯିବ । ନଚେତ ବାଦ ପଡ଼ିଥିବା ମହିଳାମାନଙ୍କୁ ଆସନ୍ତା ପର୍ଯ୍ୟାୟରେ ସାମିଲ କରିବାକୁ ଲକ୍ଷ୍ୟ ରଖାଯାଇଛି। ଜଣେ ବି ଯୋଗ୍ୟ ହିତାଧିକାରୀ ଏହି ଯୋଜାନରୁ ବଞ୍ଚିତ ହେବେନି। ସମସ୍ତ ହିତାଧିକାରୀଙ୍କୁ ଟଙ୍କା ପ୍ରଦାନ କରାଯିବ।  ଆସନ୍ତା ୨୪ ତାରିଖରେ ସୁନ୍ଦରଗଡ଼ ଜିଲ୍ଲାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ କେନ୍ଦ୍ର…

Read More