Author: Site Admin

କାହାର ହେବ ହ୍ୱାଇଟହାଉସ ବହୁ ପ୍ରତୀକ୍ଷିତ ଆମେରିକା ରାଷ୍ଟ୍ରପତି ନିର୍ବାଚନ ପାଇଁ  ଆଜି ଇଲେକ୍ଟୋରାଲ କଲେଜ ସଦସ୍ୟ ମନୋନୟନ ନିମନ୍ତେ ଭୋଟଗ୍ରହଣ କରାଯାଇଛି । ଏହି ନିର୍ବାଚନ ଜରିଆରେ ଆମେରିକା ତାହାର ୪୭ତମ ରାଷ୍ଟ୍ରପତିଙ୍କୁ ବାଛିବାକୁ ଯାଉଛି । ଏଥର ନିର୍ବାଚନରେ ଉପରାଷ୍ଟ୍ରପତି କମଲା ହାରିସ୍ ଡେମୋକ୍ରାଟିକ୍ ପାର୍ଟିରୁ ପ୍ରତିଦ୍ୱନ୍ଦ୍ୱିତା କରୁଥିବାବେଳେ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରିପବ୍ଲିକାନ୍ ପାର୍ଟିରୁ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି ।  ଉଭୟଙ୍କ ମଧ୍ୟରେ କଡା ଟକ୍କର ଦେଖିବାକୁ ମିଳିଛି । ମ୍ୟାଜିକ୍ ନମ୍ବର କିଏ ହେବେ ଆମେରିକାର ପରବର୍ତ୍ତୀ ରାଷ୍ଟ୍ରପତି ତାକୁ ନେଇ ଲାଗି ରହିଛି ଚର୍ଚ୍ଚା । ପୁଣିଥରେ କ୍ଷମତାକୁ ଫେରିବେ କି ଡୋନାଲ୍ଡ ଟ୍ରମ୍ପ  ନା ବାଜି ମାରିନେବେ ଭାରତୀୟ ବଂଶୋଦ୍ଭବ କମଲା ହାରିସ । ଏହାକୁ ନେଇ ବଢୁଛି ଉତ୍କଣ୍ଠା । କିଏ ହେବେ ହ୍ୱାଇଟ ହାଉସର ବସ । ତେବେ ମ୍ୟାଜିକ୍ ନମ୍ବର ୨୭୦ କିଏ ପାର୍ କରି ହ୍ୱାଇଟ ହାଉସରେ…

Read More