Author: TRUPTIMAYEE SAHOO

ଗହଣା କିଣିବାକୁ ଯୋଜନା କରୁଛନ୍ତି କି? ତେବେ ବଜାରକୁ ଯିବା ପୂର୍ବରୁ ଆଜିର ସୁନା ଓ ରୁପା ଦର ଜାଣି ନେବା ଅତ୍ୟନ୍ତ ଆବଶ୍ୟକ । ଭାରତୀୟ ବଜାରରେ ଆଜି ୨୪ କ୍ୟାରେଟ୍ ସୁନା ଦର ୧,୬୧,୭୮୦ ଟଙ୍କା (୧୦ ଗ୍ରାମ ପିଛା) ରହିଛି । ସେହିପରି ୨୨ କ୍ୟାରେଟ୍ ସୁନା ଦର ୧,୪୮,୩୦୦ ଟଙ୍କାକୁ ପହଞ୍ଚିଛି । ରୁପା ମୂଲ୍ୟ କିଲୋ ପିଛା ୨,୮୫,୦୦୦ ଟଙ୍କା ରହିଛି । ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ପିଛା ୧,୬୧,୭୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନା ୧,୪୮,୩୦୦ ଟଙ୍କାରେ ବିକ୍ରି ହେଉଛି । ଅର୍ଥନୈତିକ ରାଜଧାନୀ ମୁମ୍ୱାଇରେ ମଧ୍ୟ ୨୪ କ୍ୟାରେଟ୍ ସୁନା ୧,୬୧,୭୮୦ ଟଙ୍କା ଓ ୨୨ କ୍ୟାରେଟ୍ ସୁନା ୧,୪୮,୩୦୦ ଟଙ୍କା ରହିଛି । ରାଷ୍ଟ୍ରୀୟ ରାଜଧାନୀ ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧,୬୧,୯୩୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନା…

Read More