Author: TRUPTIMAYEE SAHOO

ସୁପ୍ରିମ କୋର୍ଟରେ ପାଞ୍ଚ ଜଣ ନୂତନ ବିଚାରପତିଙ୍କୁ ନିଯୁକ୍ତି ଦିଆଯାଇଛି । ମୁଖ୍ୟ ବିଚାରପତି ସୂର୍ଯ୍ୟ କାନ୍ତଙ୍କ ନେତୃତ୍ୱରେ କଲେଜିୟମ ସମ୍ପ୍ରତି ରାଷ୍ଟ୍ରପତିଙ୍କ ନିକଟକୁ ପାଞ୍ଚଟି ନାମ ସମ୍ବଳିତ ଏକ ସୁପାରିଶ ପଠାଇଥିଲା । ଏହି ନାମଗୁଡ଼ିକରେ ଚାରୋଟି ଭିନ୍ନ ଭିନ୍ନ ହାଇକୋର୍ଟର ମୁଖ୍ୟ ବିଚାରପତି ଅନ୍ତର୍ଭୁକ୍ତ, ଯେତେବେଳେ ଜଣେ ବରିଷ୍ଠ ଓକିଲଙ୍କ ନାମ ମଧ୍ୟ ତାଲିକାରେ ସ୍ଥାନିତ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ନିଯୁକ୍ତିକୁ ଅନୁମୋଦନ କରିଛନ୍ତି । ଏ ସମ୍ପର୍କରେ ଏକ ବିଜ୍ଞପ୍ତି ଜାରି କରାଯାଇଛି । ଏନେଇ କେନ୍ଦ୍ର ଆଇନ ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ଏହି ସୂଚନା ଦେଇଛନ୍ତି । ସୁପ୍ରିମ କୋର୍ଟରେ ଏହି ୫ ଜଣ ବିଚାରପତିଙ୍କୁ ନିଯୁକ୍ତି ସୁପ୍ରିମ କୋର୍ଟରେ ନିଯୁକ୍ତ ବିଚାରପତିଙ୍କ ମଧ୍ୟରେ ଅଛନ୍ତି: ବମ୍ବେ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଚନ୍ଦ୍ରଶେଖର। ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଶୀଳ ନାଗୁ। ମଧ୍ୟପ୍ରଦେଶ ହାଇକୋର୍ଟର ମୁଖ୍ୟ…

Read More