Author: Anasuya Das

New water policy :୧୨୨୭  କୋଟି ଟଙ୍କାର ୧୮ଟି ବୃହତ ଉଠାଜଳସେଚନ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ, ୧୦୦ଟି ଚେକ୍ ଡ୍ୟାମ ଓ ୪ଟି କ୍ଷୁଦ୍ର ଜଳସେଚନ ପ୍ରକଳ୍ପର ଭୂତଳ ପାଇପ୍ ଲାଇନ୍ ଲୋକାର୍ପିତ ଜଳ ସଂରକ୍ଷଣ, ଜଳ ପରିଚାଳନାରେ ସରକାରଙ୍କର ସବୁଠାରୁ ବଡ ଭୂମିକା ରହିଛି କିନ୍ତୁ ଏଥିରେ ବ୍ୟକ୍ତିଗତ ସ୍ତରରେ ତଥା  ଗୋଷ୍ଠୀଗତ ସ୍ତରରେ ସମସ୍ତେ ନିଜ ନିଜ ଯୋଗଦାନ ରଖିବା ନିତାନ୍ତ ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଶ୍ୱ ଜଳ ଦିବସ ଅବସରରେ ଲୋକସେବା ଭବନ ସ୍ଥିତ କନଭେନସନ ସେଣ୍ଟର ଠାରେ ରାଜ୍ୟ ଜଳ ସମ୍ପଦ ବିଭାଗ ପକ୍ଷରୁ ଆୟୋଜିତ ସମାରୋହରେ ଯୋଗ ଦେଇ କହିଛନ୍ତି ।  ଏହାସହ ରାଜ୍ୟରେ ଖୁବଶୀଘ୍ର ନୂତନ ଜଳ ନୀତି ଆସିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ରାଜ୍ୟ ସହିତ ଥିବା ଜଳ ବିବାଦ ବିଷୟରେ ଆଲୋକପାତ କରି କହିଥିଲେ ଯେ, ଓଡିଶା ସହିତ…

Read More