Author: TRUPTIMAYEE SAHOO

ବାତ୍ୟା ‘ମୋନ୍ଥା’ ପରେ ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ଖୁବ ଶୀଘ୍ର ଆକଳନ ହେବ କ୍ଷୟକ୍ଷତି। ଆସନ୍ତାକାଲି ଠାରୁ କ୍ଷୟକ୍ଷତି ଆକଳନ ପାଇଁ ଜିଲ୍ଲପାଳଙ୍କୁ ନିର୍ଦ୍ଦେଶ। କ୍ଷତି ହୋଇଥିବା ଶସ୍ୟ ଠିକ ଆକଳନ କରିବେ ଅଧିକାରୀ। ୭୨ ଘଣ୍ଟାରେ ଦେବେ ରିପୋର୍ଟ। ଅଧିକ ସରକାରୀ କର୍ମଚାରୀ ଆବଶ୍ୟକ ହେଲେ ଅନ୍ୟ ଜିଲ୍ଲାରୁ କର୍ମଚାରୀଙ୍କୁ ଅଣାଯିବ। ବହୁଜାଗାରେ ଘର କାନ୍ଥ ପଡ଼ିଛି ସେମାନଙ୍କୁ ପଲିଥିନ ଦିଆଯାଇଛି। ଘର କ୍ଷତି ହୋଇଥିଲେ ଆକଳନ ପରେ କ୍ଷତି ପୂରଣ ଦିଆଯିବ। ଆକଳନ ବେଳେ ବ୍ୟାଙ୍କ ଖାତା, ଆକାଉଣ୍ଟ ନଂ ମାଗିବେ ଅଧିକାରୀ। ଅନଲାଇନରେ ତୁରନ୍ତ ଦିଆଯିବ କ୍ଷତି ପୂରଣ । ୩୧ ତାରିଖ ଯାଏଁ ସତର୍କ ରହିବାକୁ ପଡ଼ିବ। ଆସନ୍ତାକାଲି କିଛି ଜାଗାରେ ବର୍ଷା ଅଛି। ଗଜପତି ଜିଲ୍ଲାର ଗୋଶାଣୀ ବ୍ଲକରେ ସର୍ବାଧିବ ୧୫୦ ମିଲିମିଟର ବର୍ଷା ହୋଇଛି। ୫୬ଟି ବ୍ଲକରେ ୫୦ରୁ ୧୦୦ ମିଲିମିଟର ବର୍ଷା ହୋଇଛି। ୧୬୧ ଟି ଟିମ…

Read More