Author: TRUPTIMAYEE SAHOO

 ୨୮ ତାରିଖ ସନ୍ଧ୍ୟା ପରେ ଆନ୍ଧ୍ରରେ ଲ୍ୟାଣ୍ଡଫଲ କରିବ ବାତ୍ୟା ‘ମୋନ୍ଥା’ । ଆନ୍ଧ୍ରର ମଚ୍ଛଲିପଟ୍ଟନମ୍-କଳିଙ୍ଗପଟନମ୍ ଭିତରେ କାକିନାଡ଼ା ନିକଟରେ ସ୍ଥଳଭାଗ ଛୁଇଁବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ୨୮ ତାରିଖ ସନ୍ଧ୍ୟାରୁ ରାତି ଭିତରେ ଲ୍ୟାଣ୍ଡଫଲ କରିପାରେ। ଲ୍ୟାଣ୍ଡଫଲ୍ ବେଳେ ସର୍ବାଧିକ ୧୧୦ କିମି ବେଗରେ ପବନ ବହିବ।  ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକାଙ୍କ ଅନୁସାରେ ବାତ୍ୟା ପ୍ରଭାବରେ ଓଡ଼ିଶାରେ ବଡ ବର୍ଷାର ସମ୍ଭାବନା ରହିଛି । ୨୬ ତାରିଖ ସକାଳୁ ଗଭୀର ଅବପାତରେ ପରିଣତ ହେବ । ଯାହା ଆସନ୍ତା ୨୭ ତାରିଖ ସକାଳୁ ବାତ୍ୟାର ରୂପ ନେବ । ୨୭ ତାରିଖରୁ ୨୯ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶା ଓ ପଶ୍ଚିମ ଓଡ଼ିଶାରେ ବର୍ଷା ହେବ। ଏଥିପାଇଁ ବିଭିନ୍ନ ଜିଲାକୁ ଆଲର୍ଟ କରାଯାଇଛି ।  ଆଜିଠୁ ପାଗ ବଦଳୁ ଥିବା ବେଳେ ୨୭ରୁ ୨୯ ତାରିଖ, ତିନି ଦିନ ଯାଏଁ ଉପକୂଳ ଓ ଦକ୍ଷିଣ…

Read More