Author: TRUPTIMAYEE SAHOO

ଗଞ୍ଜାମ ଜିଲ୍ଲା ବିଜେଡି ସଭାପତି ବିକ୍ରମ ପଣ୍ଡା ଗିରଫ । ବ୍ରହ୍ମପୁର କୋର୍ଟକୁ ଭ୍ୟାନରେ ବିକ୍ରମ ପଣ୍ଡାଙ୍କୁ ଆଣିଥିଲା ପୋଲିସ । କୋର୍ଟ ପରିସରରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି । ପୋଲିସର ୪ ଟି ଟିମ ଭିନ୍ନ ଭିନ୍ନ ଦିଗକୁ ନେଇ ତଦନ୍ତ କରୁଥିଲେ । ଘନ ଘନ ଜେରା ମଧ୍ୟ କରୁଥିଲେ । ଜେରା ପରେ ବିକ୍ରମ ପଣ୍ଡାଙ୍କୁ ଗିରଫ କରାଯାଇଛି । କୋର୍ଟରେ ହାଜର କରାଯାଇଛି । କୋର୍ଟ କଣ ନିଷ୍ପତ୍ତି ନେଉଛନ୍ତି ତାପରେ ନଜର ରଖାଯାଇଛି । ପୁଲିସ ଗତକାଲି ରାତିରେ ପୂର୍ବତନ ବିଧାୟକ ତଥା ଗଞ୍ଜାମ ଜିଲ୍ଲା ବିଜେଡି ସଭାପତି ବିକ୍ରମ ପଣ୍ଡାଙ୍କୁ ଉଠାଇ ନେଇଥିଲା । କିଏ ଓ କାହିଁକି ପୀତବାସ ପଣ୍ଡାଙ୍କୁ ହତ୍ୟା କଲା ତାର ସବୁ ସତ ସାମ୍ନାକୁ ଆସିବ ? ରାଜନୈତିକ, ବୃତ୍ତିଗତ ନା ବ୍ୟକ୍ତିଗତ କାରଣ, ସେକଥା ମଧ୍ୟ ସ୍ପଷ୍ଟ ହୋଇଯିବ । ଏହି ଘଟଣାରେ…

Read More